ଭୁବନେଶ୍ୱର : ହାଇକୋର୍ଟରେ କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା । ଓସେପାର ମେରିଟ ଲିଷ୍ଟ ଖାରଜ କଲେ ହାଇକୋର୍ଟ । ଜିଲ୍ଲାୱାରୀ ମେରିଟ ଲିଷ୍ଟ ମଧ୍ୟ ଖାରଜ କଲେ ହାଇକୋର୍ଟ । ଓସେପା ପକ୍ଷରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ଖାରଜ କରି ଜିଲ୍ଲା ବାରି ତାଲିକା ପ୍ରସ୍ତୁତ କରି ସାନି ମେରିଟ୍ ଲିଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।ପୂର୍ବରୁ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇ ମାମଲା ଦାଏର ହୋଇଥିଲା । ଏହି ମାମଲାର ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଥିଲେ ହାଇକୋର୍ଟ ।
Views: 117











