The Ultimate Managed Hosting Platform
ADVERTISEMENT

ଓ୍ଵେଷ୍ଟଇଣ୍ଡିଜ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା

Facebook
Twitter
LinkedIn

ଓ୍ଵେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଅଧିନାୟକ ରୋହିତ ଶର୍ମା ଦଳକୁ ଫେରିଛନ୍ତି। ସେ ଉଭୟ ଦିନିକିଆ ଏବଂ ଟି-୨୦ ସିରିଜ୍‌ରେ ଦଳର ନେତୃତ୍ଵ ନେବେ। କେଏଲ ରାହୁଲ ଉପ ଅଧିନାୟକ ଦାୟିତ୍ଵ ସମ୍ଭାଳିବେ। ପୂର୍ବତନ ଅଧିନାୟକ ବିରାଟ କୋହଲି ଉଭୟ ସିରିଜ୍‌ରେ ଦଳରେ ଉପଲବ୍ଧ ରହିବେ। ଅନୁଭବୀ ସ୍ପିନର କୁଲଦୀପ ଯାଦବ ଦୀର୍ଘ ଦିନ ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଥିସହ ଯୁବ ସ୍ପିନ ବୋଲର ରବି ବିଶ୍ନୋଇଙ୍କୁ ଟି-୨୦ ଏବଂ ଦିନିକିଆ ସିରିଜ୍ ପାଇଁ ଦଳରେ ସାମିଲ୍ କରାଯାଇଛି। ସେ ଓ୍ଵେଷ୍ଟଇଣ୍ଡିଜ ବିପକ୍ଷରେ ଅନ୍ତର୍ଜାତୀୟ ପଦାର୍ପଣ କରି ପାରନ୍ତି।

 ରୋହିତ ଶର୍ମା(ଅଧିନାୟକ), କେଏଲ ରାହୁଲ(ଉପ ଅଧିନାୟକ), ଋତୁରାଜ ଗାଏକଓ୍ଵାଡ, ଶିଖର ଧାଓ୍ଵନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟର, ଦୀପକ ହୁଡ୍ଡା, ଋଷଭ ପନ୍ତ(ଓ୍ଵିକେଟ୍ କିପର), ଦୀପକ ଚହର, ଶାର୍ଦ୍ଦୁଳ ଠାକୁର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଓ୍ଵାଶିଂଟନ ସୁନ୍ଦର, ରବି ବିଶ୍ନୋଇ, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଅଭେଶ ଖାନ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା...

ADVERTISEMENT

Login