The Ultimate Managed Hosting Platform
ADVERTISEMENT

ଓୟୋ ରୁମରେ ଝୁଲିପଡିଲେ ପ୍ରେମିକ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ଓୟୋ ରୁମରୁ ଝୁଲନ୍ତା ମୃତଦେହ ଉଦ୍ଧାର । ପ୍ରେମିକାର ଓଢଣୀରେ ଝୁଲି ପଡିଲେ ପ୍ରେମିକ । ଖଣ୍ଡଗିରି ଜାଗମରା ଅଂଚଳର ଓୟୋ ରୁମରେ ଘଟିଛି ଘଟଣା । ସାଙ୍ଗଙ୍କ ସହ ଜନ୍ମଦିନ ପାଳନ କରିବାକୁ ଆସିଥିଲେ ପ୍ରେମିକ । ଘଟଣାସ୍ଥଳରେ ପହଁଚି ଖଣ୍ଡଗିରି ଥାନା ପୁଲିସର ତଦନ୍ତ । ସାଙ୍ଗମାନଙ୍କୁ ଅଟକରଖି ପୁଲିସର ପଚରାଉଚରା । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ମୃତ ଯୁବକ ହେଲେ ନିଆଳିର ଦୁର୍ଗା ପ୍ରସାଦ ମିଶ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login