The Ultimate Managed Hosting Platform
ADVERTISEMENT

କଂଗ୍ରେସରୁ ନିଲମ୍ବିତ ହେଲେ ଉଦିତ ପ୍ରଧାନ

Facebook
Twitter
LinkedIn

ଭୁବନେଶ୍ୱର : ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ ପ୍ରଧାନ ନିଲମ୍ବିତ । ଉଦିତ ପ୍ରଧାନଙ୍କୁ ନିଲମ୍ବିତ କଲେ ଏନଏସୟୁଆଇ ସଭାପତି । ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଦଳରୁ ନିଲମ୍ବିତ । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ । ଞ୍ଚେଶ୍ୱର ଅଂଚଳରେ ଥିବା ଏକ ହୋଟେଲରେ ତାଙ୍କୁ ଦୁଷ୍କର୍ମ କରିବା ନେଇ ଅଭିଯୋଗ କରିଥିଲେ ଛାତ୍ରୀ । ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଦିତ ପ୍ରଧାନଙ୍କୁ ଗିରଫ କରିଛି ପୋଲିସ । ଆଜି ଉଦିତ ପ୍ରଧାନ ଓ ଅଭିଯୋଗକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ନମୁନା ସଂଗ୍ରହ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login