The Ultimate Managed Hosting Platform
ADVERTISEMENT

କଂଗ୍ରେସରୁ ବାପି ସର୍ଖେଲଙ୍କ ଇସ୍ତଫା

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସରୁ ଇସ୍ତଫା ଦେଲେ ପାରାଦୀପର ବାପି ସର୍ଖେଲ । ପିସିସି ସଭାପତିଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଲେ ବାପି । କିଛି ଦିନ ତଳେ ବାପିଙ୍କ ପତ୍ନୀ ମନିଦୀପା ବିଜେଡିରେ ମିଶିଥିଲେ । ସେ କହିଛନ୍ତି ଯେ, ପାରାଦୀପ ନିର୍ବାଚନମଣ୍ଡଳୀର ସମସ୍ତ ଭାଇ, ଭଉଣୀ, ଗୁରୁଜନମାନେ ମୋ ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ମୋ ସହ ସୁଖରେ ଦୁଃଖରେ ଅଛନ୍ତି । ତେବେ କଂଗ୍ରେସ ଦଳରୁ ଇସ୍ତଫା ଦେଲେ ମଧ୍ୟ ସେମାନଙ୍କ ପାଇଁ ସେ ପ୍ରତିଟି କାର୍ୟ୍ୟରେ ସଦା ସର୍ବଦା ନିୟୋଜିତ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login