The Ultimate Managed Hosting Platform
ADVERTISEMENT

କଂଗ୍ରେସରେ ମିଶିଲେ ମନୋଜ ମିଶ୍ର, ନେତା ହେବାକୁ ନୁହେଁ ଲୋକଙ୍କ ସେବା କରିବାକୁ ଆସିଛି

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଲେ ମନୋଜ । ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ମନୋଜ ।
କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ । ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login