The Ultimate Managed Hosting Platform
ADVERTISEMENT

କଂଗ୍ରେସର ଅନାସ୍ଥା ନୋଟିସ ଅଗ୍ରାହ୍ୟ କଲେ ବାଚସ୍ପତି

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସର ଅନାସ୍ଥା ନୋଟିସ ଅଗ୍ରାହ୍ୟ କଲେ ବାଚସ୍ପତି । ଗୃହରେ ଅଚଳାବସ୍ଥା ଯୋଗୁ ଅବଧି ସରିଛି ଜଣାଇଲେ । କଂଗ୍ରେସ ନେତା ରାଜ୍ୟ ସରକାରଙ୍କ ବିରୋଧରେ ଯେଉଁ ଅନାସ୍ଥା ପ୍ରସ୍ତାବ ପାଇଁ ଚିଠି ଲେଖିଥିଲେ, ତାକୁ ବାଚସ୍ପତି ଗ୍ରହଣ କରିନାହାନ୍ତି । ଯାହାପରେ ସୋମବାର ୪ଟାରେ ଗୃହକାର୍ୟ୍ୟ ଆରମ୍ଭ ହେବାପରେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଛନ୍ତି କଂଗ୍ରେସ ବିଧାୟକ । ଏହାସହ କଂଗ୍ରେସ ଅଭିଯୋଗ କରିଛି ଯେ, ବିଧାନସଭାରେ ଏହି ଏକ ଷଡଯନ୍ତ୍ର । ତେବେ କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଗ୍ରହଣ ନହେବା ପରେ କଂଗ୍ରେସ ନେତାମାନେ ବିଧାନସଭାରେ ନିଜର ଅସନ୍ତୋଷ ଜାହିର କରିଛନ୍ତି । କଂଗ୍ରେସ ବିଧାୟକମାନେ ଗୃହତ୍ୟାଗ କରିବା ସହିତ ପ୍ରତିବାଦ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login