ଭୁବନେଶ୍ୱର : କଂଗ୍ରେସରୁ ଇସ୍ତଫା ଦେଲେ ପିସିସି ଉପସଭାପତି ରଜତ ଚୈାଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଲେ । ଏବେ ଉପସଭାପତି ଥିବା ରଜତ ରାଜ୍ୟ ଯୁବ କଂଗ୍ରେସ ସଭାପତି ବି ଥିଲେ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରଜତ । ଇସ୍ତଫାର ସଠିକ କାରଣ ଏଯାଏଁ ସ୍ପଷ୍ଟ ହୋଇନଥିଲେ ବି ଦଳୀୟ କାର୍ୟ୍ୟରେ ଅସନ୍ତୁଷ୍ଟ ହୋଇ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି ।
Views: 88











