The Ultimate Managed Hosting Platform
ADVERTISEMENT

କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳୀ ଦିବସ

Facebook
Twitter
LinkedIn

ଭୁବନେଶ୍ୱର : ଜାନୁଆରୀ ୨ରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ପାଳିବ ଶ୍ରଦ୍ଧାଞ୍ଜଳୀ ଦିବସ । ଶ୍ରଦ୍ଧାଞ୍ଜଳି ଦବସ ପାଳନ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୂଚନା । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ୨ ମିନିଟ ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଲଢିବାକୁ ଆହ୍ୱାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login