ଭୁବନେଶ୍ୱର : କଂଗ୍ରେସ ଭବନରେ ବରିଷ୍ଠ ନେତା କେସି ବେଣୁଗୋପାଳ । ରାଜନୈତିକ ବ୍ୟାପାର କମିଟି ବୈଠକରେ ଭାଗ ନେଲେ । ଆଗକୁ ନୂଆପଡା ଉପନିର୍ବାଚନ ଥିବାରୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ସଂଗଠନ ସୃଜନରେ ଜିଲ୍ଲା ସଭାପତି ଚୟନ ନେଇ ନେତାଙ୍କ ସହ ବୈଠକ ।
Views: 52

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...
ଭୁବନେଶ୍ୱର : ବଣିକ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ । ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଲିଙ୍କରେ ରେଡ । ଭୁବନେଶ୍ୱର ସିଆରପି ଛକରେ ଥିବା...
ଭୁବନେଶ୍ୱର : 'ବଣିକ' କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ । ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଲିଙ୍କରେ ରେଡ । ଭୁବନେଶ୍ୱର ସିଆରପି ଛକରେ ଥିବା...
କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...