The Ultimate Managed Hosting Platform
ADVERTISEMENT

କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଆଉ ୨ ଦଲାଲଙ୍କୁ ଉଠାଇନେଲା ପୋଲିସ

Facebook
Twitter
LinkedIn

ଭୁବନେଶ୍ୱର : କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଆଉ ୨ ଦଲାଲଙ୍କୁ ଉଠାଇନେଲା ପୋଲିସ । ଲକ୍ଷ୍ମୀ ସାଗର ଅଞ୍ଚଳରୁ ୨ ଯୁବକଙ୍କୁ ଉଠାଇ ନେଇଛି କଟକ ସହରାଞ୍ଚଳର ସ୍ପେଶାଲ ସ୍କ୍ୱାର୍ଡ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଆଜି ଗିରଫ ହୋଇ ପାରନ୍ତି ଏହି ଦୁଇ ସନ୍ଦିଗ୍ଧ । ଉଦ୍ଧାର ହୋଇଥିବା ବାଂଲାଦେଶୀ ନାବାଳିକା ପୋଲିସ ଆଗରେ ଏହି ଦୁଇ ଯୁବକଙ୍କ ନାଁ କହିଥିଲା । ଭୁବନେଶ୍ୱରର ପାଣ୍ଡରା, ଉତ୍ତରା, କେଶୁରା, ଲକ୍ଷ୍ମିଶାଗର, ଝାରପଡ଼ା ଆଦି ଅଞ୍ଚଳରେ ରେଡ କରିଛି ପୋଲିସ। ସେପଟେ ମାଜିଷ୍ଟ୍ରେଟଙ୍କ ନିକଟରେ ନାବାଳିକାଙ୍କ ବୟାନ ରେକର୍ଡ ହୋଇଛି। ବାଂଲାଦେଶରୁ ୨୦ରୁ ଅଧିକ ଯୁବତୀ ଭୁବନେଶ୍ଵର , କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଦେହ ବ୍ୟବସାୟରେ ଲିପ୍ତ ଥିବା ଖବର ପୋଲିସ ପାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login