The Ultimate Managed Hosting Platform
ADVERTISEMENT

କଟକରେ ଲଜ୍ଜା , ୬ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ !

Facebook
Twitter
LinkedIn

କଟକ : କଟକ ଜିଲ୍ଲା ବାରଙ୍ଗ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ନେଇ ଅଭିଯୋଗ ହୋଇଛି । ତେବେ ଅଭିଯୁକ୍ତ ଫେରାର ମାରିଥିବା ସୂଚନା ରହିଛି । ପୁଲିସ ଅଭିଯୁକ୍ତ ଧରିବାକୁ ବିଭିନ୍ନ ସ୍ଥାନରେ ଚଢାଉ କରିଛି । ଅଭିଯୁକ୍ତ ଜଣକ ଝାଡଖଣ୍ଡ ଅଞ୍ଚଳର ହୋଇଥିବା ବେଳେ ତ୍ରିଶୂଳିଆ ଅଞ୍ଚଳରେ ଏକ ଇଟା ଭାଟିରେ ରହି କାମ କରୁଥିଲା । ଏପଟେ ଦୁର୍ଷ୍କମ ପୀଡିତା କଟକ ଶିଶୁ ଭବନରେ ଚିକିତ୍ସିତ ହେଉଛନ୍ତି । ଆବଶ୍ୟକ ପଡିଲେ ପୀଡିତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ରୁଷରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରୁଷରେ ଏକ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ମାପ କରାଯାଇଥିଲା । ୟୁଏସଜିଏସ ଭୂମିକମ୍ପ କହିଛି,...

ବିଧାନସଭାରେ ୫ଟି ଝଡ, ଚିହିଁକି ଉଠିଲା ବିଜେଡି

ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ...

ADVERTISEMENT
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ କାଠିଆପଡ଼ାରେ ଛାତ୍ରୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ସଙ୍ଗୀନ ଦଫା । ପୀଡ଼ିତାଙ୍କ ବାପାଙ୍କ ଏତଲା ଆଧାରରେ ମାମଲା ରୁଜୁ କଲା...

Login