The Ultimate Managed Hosting Platform
ADVERTISEMENT

କଟକ ଏସଟିଏ ଡେପୁଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ

Facebook
Twitter
LinkedIn

କଟକ : କଟକ ଏସଟିଏ ଡେପୁଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ । ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ , ନୟାଗଡ ଓ କଟକରେ ରେଡ । ସେହିପରି ଭୁବନେଶ୍ବର ମୈତ୍ରୀ ବିହାର ସ୍ଥିତ ଘର, ରଘୁନାଥପୁରରେ ଥିବା ଫ୍ଲାଟ୍, ଗୋବିନ୍ଦପ୍ରସାଦରେ ଥିବା ୫ ମହଲା ନିର୍ମାଣଧିନ କୋଠାରେ ରେଡ୍ କରୁଛି ଭିଜିଲାନ୍ସ । ସେପଟେ ନୟାଗଡ଼ ରଣପୁରରେ ଥିବା ଫାର୍ମହାଉସ, ଖୋର୍ଦ୍ଧା ଟାଙ୍ଗୀରେ ପୈତୃକ ଘର, ପୁରୀ ଭକ୍ତରତ୍ନ ଲେନ୍ରେ ଥିବା ସମ୍ପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ । ସେହିପରି ଭୁବନେଶ୍ବର ମଳିପଡ଼ାରେ ସମ୍ପର୍କୀୟଙ୍କ ନାଁରେ ଥିବା ପେଟ୍ରୋଲ ପମ୍ପ, ପୁରୀ ବାଲିଖଣ୍ଡରେ ପ୍ରଦୀପଙ୍କ ସମ୍ପର୍କୀୟଙ୍କ ନାଁରେ ନିର୍ମାଣଧିନ କୋଠା ଓ କଟକ ସ୍ଥିତ କାର୍ୟ୍ୟାଳୟରେ ଭିଜିଲାନ୍ସ ଅଧିକାରୀ ଖୋଳତାଡ଼ କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login