କଟକ : କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି ସଂକୀର୍ଣ୍ଣ ରାସ୍ତା ପାଇଁ ଏହି ନିୟମ ଲାଗୁ କରାଯାଇଛି । ଆଜି ଆୟୋଜିତ ମହାନଗର ଶାନ୍ତି କମିଟି ବୈଠକରେ ପୂଜା କମିଟିଗୁଡ଼ିକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ସେହିପରି ମଣ୍ଡପର ସୁରକ୍ଷା, ଅଗ୍ନି ଓ ବିଦ୍ୟୁତ ନିରାପତ୍ତା ଏବଂ ଶ୍ରଦ୍ଧାଳୁଙ୍କ ଗମନାଗମନ ସୁନିଶ୍ଚିତ କରିବେ ପୂଜା କମିଟି । ଏଥିପାଇଁ ପ୍ରତିଟି ପୂଜା କମିଟି ପ୍ରଶାସନ ନିକଟରେ ସତ୍ୟପାଠ ଦାଖଲ କରିବେ । ଯଦି ତୋରଣ ନିର୍ମାଣ କରାଯାଉଥାଏ, ତେବେ ପୂର୍ବ ନିର୍ଦ୍ଧାରିତ ନକ୍ସା ପ୍ରଶାସନ ନିକଟରେ ଦାଖଲ କରିବାକୁ ପଡ଼ିବ। ଏହି ସତ୍ୟପାଠ ଆଧାରରେ ପୂଜା କମିଟିମାନଙ୍କୁ NOC ପ୍ରଦାନ କରାଯିବ । ବ୍ୟବସ୍ଥାକୁ ଅଧିକ ସହଜ କରିବାକୁ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ସିଂଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା କରାଯିବ। ଏହାସହ ପୂଜାରେ ଡିଜେ, ୬୫ ଡେସିବିଲରୁ ଅଧିକ ଶବ୍ଦ ପ୍ରଦୂଷଣ, ଲେଜର ଲାଇଟ ଓ ଫାୟାର ଗନ ବ୍ୟବହାର ଉପରେ କଟକଣା ରହିବ । ସେପଟେ ଏଭଳି ନିର୍ଦ୍ଦେଶନାମାକୁ ପୂଜା କମିଟି ନାପସନ୍ଦ କରିଛି ।
କଟକ ଦୁର୍ଗା ପୂଜା ପାଇଁ ଆସିଲା ନିର୍ଦ୍ଦେଶନାମା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







