The Ultimate Managed Hosting Platform
ADVERTISEMENT

କଟକ ବଡ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ କିମ୍ବା ବଡ଼ ମେଡିକାଲ ପର୍ୟ୍ୟନ୍ତ ମେଟ୍ରୋ ନେବାକୁ ଯୋଜନା କରାଯାଉଛି । ନୂଆ କମିଟି ଗଠନ କରାଯାଇ ଅନୁଧ୍ୟାନ କରାଯାଉଛି । କେବଳ ରାଜ୍ୟ ସରକାର ନୁହେଁ କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ଲୋକଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଗୃହ ଓ ନଗରମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login