The Ultimate Managed Hosting Platform
ADVERTISEMENT

କଟକ-ସମ୍ବଲପୁର ରାସ୍ତା କାମ ଚଳିତ ବର୍ଷ ସରିବ : ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : କଟକ-ସମ୍ବଲପୁର ରାସ୍ତା କାମ ଚଳିତ ବର୍ଷ ଶେଷ ସୁଦ୍ଧା ସରିବ । ସମୀକ୍ଷା ପରେ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ବର୍ଷ କେନ୍ଦ୍ର ୧୩ ହଜାର କୋଟିର ନୀତିଗତ ଅନୁମୋଦନ ଦେଇଛି । ସେପ୍ଟେମ୍ବର ସୁଦ୍ଧା ୨ ହଜାର କୋଟି ଟଙ୍କାର ରାସ୍ତା କାମ ସାରିବାକୁ ଲକ୍ଷ୍ୟ । ଗତ ୫ ବର୍ଷରେ ଯେତିକି କାମ ହୋଇଛି ବର୍ଷକରେ ସେତିକି ରାସ୍ତା ହେବ । ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ୨୬୫ କିଲୋମିଟର ବିଶିଷ୍ଟ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ଏଥିରେ ଯେଉଁ ଏଜେନ୍ସି କାମ କରିଥିଲା, ସେହି ସଂସ୍ତା ଆର୍ଥିକ ରୂପେ ଦୁର୍ବଳ ଥିବା କାରଣରୁ ନିର୍ମାଣ କାମରେ ବିଳମ୍ବ ହୋଇଥିଲା। ଚଳିତ ବର୍ଷ ଶେଷ ସୁଦ୍ଧା ଏହା ଶେଷ ହୋଇଯିବ। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟବାସୀଙ୍କୁ ଭୟଭୀତ ନ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଭିଜିଲାନ୍ସକୁ ଖୋଲା ଛଡାଯାଇଛି -ମୁଖମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତି ନେଇ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ । ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା କହିଲେ ମୁଖ୍ୟମନ୍ତ୍ରୀ । ଭିଜିଲାନ୍ସକୁ ଖୋଲା ଛଡାଯାଇଛି ,...

Login