May 13, 2024 3:46 pm

The Ultimate Managed Hosting Platform
ADVERTISEMENT

କଟରରେ କାଟି ଏଟିଏମରୁ ଲୁଟ୍

Facebook
Twitter
LinkedIn

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାର ୨ଟି ସ୍ଥାନରେ ଏଟିଏମରୁ ଲୁଟ । କଟରରେ କାଟି ଏଟିଏମରୁ ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କା । ଖବରା ଥାନା ତୁଡିଗଡିଆରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମରୁ ଲୁଟ । ସୋର ଥାନା ମଙ୍ଗଲଫୁରରେ ଥିବା ପିଏନବିର ଏଟିଏମରୁ ଲୁଟ୍ । କେତେ ଟଙ୍କା ଲୁଟ ହୋଇଛି ସ୍ପଷ୍ଟ ହୋଇନି , ଘଟଣାସ୍ଥଳରେ ପୋଲିସ । ସ୍ଥାନୀୟଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି । ଖଇରା ଅଂଚଳରେ ଦିନକୁ ଦିନ ଚୋରି ଡକାୟତ ବଢିବାରେ ଲାଗିଛି ଯାହାକୁ ସ୍ଥାନୀୟ ଲୋକ ମାନେ ଭୟଭୀତ ଥିବା କହିଛନ୍ତି ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login