କଣାସ : କଣାସରେ ଝାଡାବାନ୍ତିରେ ଗଲା ଜୀବନ । ପୁରୀ ଜିଲ୍ଲା କଣାସରେ ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି । ଜାଗୁଳାଇପଦର ନୂଆସାହିର ୭୦ ବର୍ଷିୟା ଜହ୍ନ ବେହେରାଙ୍କ ଝାଡାବାନ୍ତିରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗତ ବୁଧବାର ଦିନ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ କଣାସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ପୁରୀ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଥିଲେ ଯେ , କଣାସରେ ପ୍ରଥମେ ଏକ ଭୋଜିରୁ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା । ଗତ ୭ରୁ ୮ ଦିନ ହେଲା ବ୍ୟାପିଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ମୋଟ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଆସିଥିଲା । ସେଥିରୁ ଜଣେ ଡାଇରିଆରେ ମରିଥିବା ସ୍ପଷ୍ଟ ହୋଇଛି । ଏହାସହ ଆଖପାଖ ୫ଟି ଗାଁକୁ ବ୍ୟାପିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ଏହି ଗାଁ ଗୁଡ଼ିକର ୭୧ ଜଣ ସଂକ୍ରମିତ ହେଇ ଚିକିତ୍ସାଧୀନ ଅଛନ୍ତ ।
କଣାସରେ ଝାଡାବାନ୍ତିରେ ଗଲା ଆଉ ଏକ ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







