The Ultimate Managed Hosting Platform
ADVERTISEMENT

କଥକଲିର ପ୍ରସିଦ୍ଧ ନୃତ୍ୟଶିଳ୍ପୀ ମିଲେନା ସାଲଭିନିଙ୍କ ପରଲୋକ

Facebook
Twitter
LinkedIn

ନୂଆଦିଲ୍ଲୀ : ବହୁ ପ୍ରସିଦ୍ଧ ତଥା ପଦ୍ମଶ୍ରୀ ପୁରସ୍କାର ସମ୍ମାନିତ କଥକଲି ନୃତ୍ୟଶିଳ୍ପୀ ମିଲେନା ସାଲଭିନିଙ୍କ ପରଲୋକ ହୋଇଛି । ମିଲେନା ଏହି ଦୁନିଆରୁ ଚିରଦିନ ପାଇଁ ବିଦାୟ ନେଇଛନ୍ତି । ଜାନୁଆରୀ ୨୬ ବୁଧବାର ତାଙ୍କ ଦେହାନ୍ତ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇବା ପରେ ୟୁଜର୍ସମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି । ଏହା ବ୍ୟତିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହ ଉପରାଷ୍ଟ୍ରପତି ମଧ୍ୟ ତାଙ୍କୁ ମନେ କରି ଶ୍ରଦ୍ଧାଞ୍ଜଳୀର ଟ୍ବିଟ୍ ଦେଇ ଦୁଃଖ ପ୍ରକାଶ କରିଛନ୍ତି ।

ସେ ଇଟାଲୀରେ ଜନ୍ମଗ୍ରହଣ କରିଥିଲେ ମଧ୍ୟ ସେ ଫ୍ରାନ୍ସର ନାଗରିକ ଥିଲେ । ସେ ଅଭିନୟ କ୍ଷେତ୍ରରେ ତାଙ୍କର ବହୁତ ବଡ ଅବଦାନ ପାଇଁ ଭାରତ ସରକାର ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। ନେତା ସମେତ ବହୁ ବଡ ବଡ କଳାକାର ମାନେ ମଧ୍ୟ ମୃତ୍ୟୁ ଖବର ପାଇ ଦୁଃଖ ପ୍ରକାଶ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login