The Ultimate Managed Hosting Platform
ADVERTISEMENT

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Facebook
Twitter
LinkedIn

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଅସ୍ପଷ୍ଟ ରହିଛି । ପୋଲିସ ପହଁଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ADVERTISEMENT
ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login