The Ultimate Managed Hosting Platform
ADVERTISEMENT

କନଷ୍ଟେବଳ ନିଯୁକ୍ତି ; ଶୁଣାଣି ଅସମାପ୍ତ

Facebook
Twitter
LinkedIn

ଭୁବନେଶ୍ୱର : ବିଭିନ୍ନ ବାଟାଲିଅନରେ କନଷ୍ଟେବଳ ନିଯୁକ୍ତି ସମ୍ପର୍କିତ ମାମଲା । ହାଇକୋର୍ଟ ଡିଭିଜନ ବେଞ୍ଚରେ ଶୁଣାଣି ଅସମାପ୍ତ । ଆସନ୍ତା ସୋମବାର ଶୁଣାଣି କରିବେ ହାଇକୋର୍ଟ । ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ବଳବତ୍ତର । ଓଭର ଏଜ ପିଲାଙ୍କୁ ସୁଯୋଗ ଦେବାକୁ ନେଇ ହୋଇଛି ମାମଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login