The Ultimate Managed Hosting Platform
ADVERTISEMENT

କପାଳମୋଚନ ମନ୍ଦିରରୁ ଚୋରି

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର କପାଳମୋଚନ ମନ୍ଦିରରୁ ଚୋରି । ଗାଣ୍ଡୁଆ ଚଉରା ନିକଟ କପାଳମୋଚନ ମନ୍ଦିରରୁ ପଥୁ ମୂର୍ତ୍ତି ଚୋରି । ପଥର ମୂର୍ତ୍ତି ଚୋରି ହୋଇଥିବା ନେଇ ସେବାୟତଙ୍କ ଅଭିଯୋଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ଝାଡଖଣ୍ଡ : ଝାଡ଼ଖଣ୍ଡ ସରକାରଙ୍କ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ ଗୁରୁତର ଆହତ । ଗତକାଲି ରାତିରେ ବାସଭବନରେ ମନ୍ତ୍ରୀ ବାଥରୁମରେ ପଡିଯାଇଥିଲେ । ଫଳରେ ତାଙ୍କ ମୁଣ୍ଡରେ...

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ : ମଧ୍ୟାହ୍ନ ଭୋଜନରେ ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗାଁର ସରକାରୀ...

Login