The Ultimate Managed Hosting Platform
ADVERTISEMENT

କମାଣ୍ଡର ଜିପକୁ ଧକ୍କା ଦେଲା ପିକଅପ୍ ଭ୍ୟାନ

Facebook
Twitter
LinkedIn

ବାଲିଆ: ଉତ୍ତରପ୍ରଦେଶର ବାଲିଆଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିଛି। ଭାରସାମ୍ୟ ହରାଇ ପିକଅପ୍ ଭ୍ୟାନଟି କମାଣ୍ଡର ଜିପକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login