The Ultimate Managed Hosting Platform
ADVERTISEMENT

କମିବ ରାତି ତାପମାତ୍ରା, ଆଜିଠୁ ବଢିବ ଶୀତ

Facebook
Twitter
LinkedIn

ଭୁବନେଶ୍ବର: କିଛି ଦିନର ବିରତି ପରେ ଆଜିଠୁ ପୁଣି ଶୀତ ଅନୁଭବ ହେବ । ଉପାନ୍ତରୁ ଉପକୂଳ ସବୁଠି ୨ରୁ ୪ ଡିଗ୍ରୀ ପାରଦ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ଆକଳନ କରାଯାଇଛି । ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗର ପ୍ରଭାବ ନ ଥିବା ବେଳେ ଆଜି ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ମଧ୍ୟ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି । ୭ ତାରିଖରୁ ୯ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା କମିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login