The Ultimate Managed Hosting Platform
ADVERTISEMENT

କମିଲା ବର୍ଷା, ବଢିବ ତାତି

Facebook
Twitter
LinkedIn

ଭୁବନେଶ୍ୱର : ମୌସୁମୀ ଗାଏବ, ପୁଣି ତାତି । ରାଜ୍ୟରେ ପୁଣି ଗରମ ଅନୁଭୂତ ହେଲାଣି । ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆଜିଠୁ ପୁଣି ବଢିବ ତାତି । ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପୂର୍ବ ଆସାମ ଓ ଆଖପାଖ ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଏବେ ଅସ୍ପଷ୍ଟ ହେବାରେ ଲାଗିଛି । ତଥାପି ସଂପୃକ୍ତ ଘୂର୍ଣ୍ଣିବଳୟ ସେହି ଅଞ୍ଚଳ ଉପରେ ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login