The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ଓଡିଶା ଓ ତାମିଲନାଡୁରେ ଦିନିକିଆ ଶୋକ

Facebook
Twitter
LinkedIn

ଭୁବନେଶ୍ୱର : ଟ୍ରେନ ଦୁର୍ଘଟଣା ନେଇ ଓଙ୍ଗିଶା ଓ ତାମିଲନାଡୁରେ ଦିନିକିଆ ଶୋକ । ୨ଟି ରାଜ୍ୟରେ ଆଜି ପାଳନ ହେବନି କୈାଣସି ସରକାରୀ ଉତ୍ସବ । ଶୋକ ପାଳନ ନେଇ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ।
ବାହାନଗା ଦୁର୍ଘଟଣାରେ ଏବେଯାଏଁ ମୃତ୍ୟୁ ସଂଖ୍ୟା ୨୩୮ ଟପିଲାଣି । ୨ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ଉଦ୍ଧାର କାର୍ୟ୍ୟରେ ସମସ୍ୟା ହେଉଛି । ତଥାପି ଉଦ୍ଧାର କାର୍ୟ୍ୟ ପାଇଁ ଆହୁରି ୩ ଘଣ୍ଟା ସମୟ ଲାଗିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login