The Ultimate Managed Hosting Platform
ADVERTISEMENT

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ଶୋକପ୍ରକାଶ କଲେ ବଲିଉଡ୍ ସୁପରଷ୍ଟାର୍

Facebook
Twitter
LinkedIn

ବାଲେଶ୍ୱର :ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଛାୟା । ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଥିବା ବେଳେ ଏବେ ଏହି ଘଟଣାକୁ ନେଇ ବଲିଉଡର କଳାକାରମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।
ବଲିଉଡ୍ କଳାକାର ସଲମାନ ଖାନ୍ ଏବଂ ଅକ୍ଷୟ କୁମାର୍ ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି । ସଲମାନ ଖାନ୍ ଟ୍ୱିଟ୍ କରି ଲେଖିଛନ୍ତି, ଏହି ଦୁର୍ଘଟଣାକୁ ନେଇ ମୁଁ ଗଭିର ମର୍ମାହତ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଆତ୍ମାକୁ ଇଶ୍ୱର ସଦଗତି ପ୍ରଦାନ କରନ୍ତୁ ଏବଂ ସେମାନଙ୍କ ପରିବାରକୁ ଧର୍ୟ୍ୟ ଓ ସାହସ ଦିଅନ୍ତୁ ।


ସେହିପରି ବଲିଉଡ୍ କଳାକାର ଅକ୍ଷୟ କୁମାର ଟ୍ୱିଟ୍ କରି ଲେଖିଛନ୍ତି, ଟ୍ରେନ୍ ଦୁର୍ଘଟଣାର ଦୃଶ୍ୟ ବାସ୍ତବିକ୍ ହୃହୟ ବିଦାରକ । ପ୍ରାଣ ହରାଇଥିବା ପ୍ରତ୍ୟେକଟି ଆତ୍ମାକୁ ଭଗବାନ ସଦଗତି ଦିଅନ୍ତୁ । ଏବଂ ଆହତ ହୋଇଥିବା ଯାତ୍ରୀଙ୍କର ଶୀଘ୍ର ଆରୋଗ୍ୟ ପାଇଁ ଭଗବାନଙ୍କ ପାଖରେ ପ୍ରାର୍ଥନା କରୁଛି । ଏଭଳି ଜଟିଳ ସମୟରେ ମୃତକଙ୍କ ପରିବାରକୁ ସମବେଦନା ଜଣାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login