The Ultimate Managed Hosting Platform
ADVERTISEMENT

କରୁର ଦଳାଚକଟା ; ତଦନ୍ତ କରିବ ସିବିଆଇ

Facebook
Twitter
LinkedIn

ତାମିଲନାଡୁ : ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ମାମଲାର ସିବିଆଇ ତଦନ୍ତ ନିଦେ୍ର୍ଦଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର ପାଇଁ ୩ ଜଣିଆ କମିଟି ଗଠନ । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଅଜୟ ରେସ୍ତୋଗିଙ୍କ ଅଧ୍ୟକ୍ଷତାରେ କମିଟି । ସେପ୍ଟେମ୍ବର ୨୭ରେ ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟା ଘଟିଥିଲା । କରୁରେ ଦଳାଚକଟାରେ ୪୧ ଜଣଙ୍କର ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ, ତାମିଲନାଡୁର କରୁରରେ ରାଲିରେ ଦଳାଚକଟା ଘଟି ୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ । ଟିଭିକେର ଅଭିଯୋଗ କରିଛି, କରୁରରେ ଦଳାଚକଟା ଏକ ଦୁର୍ଘଟଣା ନଥିଲା । ଏହା ଏକ ଅପରାଧ ମୂଳକ ଷଡ଼ଯନ୍ତ୍ର ଥିଲା । ଡିଏମକେ ସରକାରଙ୍କ ଦ୍ୱାରା ଏହି ଷଡ଼ଯନ୍ତ୍ର ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login