The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କାନ୍ଦିଲେ ପାକିସ୍ତାନୀ ସାଂସଦ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତର ଘନ ଘନ ଆକ୍ରମଣ ପାଇଁ କାନ୍ଦିଲେ ପାକିସ୍ତାନୀ ସାଂସଦ । ସାଂସଦ ତାହିର ଇକବାଲ ଅଭିଭାଷଣ ବେଳେ କାନ୍ଦି ପକାଇଲେ । ଦେଶକୁ ରକ୍ଷା କରିବାକୁ ଅନୁରୋଧ କଲେ ତାହିର । ଆମେ ଭୁଲ କରିଛୁ , ଆମକୁ ବଞ୍ଚାଅ କହିଲେ ତାହିର । ଅପରେସନ ସିନ୍ଦୂର ଆରମ୍ଭ କରି ଭାରତ ଆତଙ୍କୀସ୍ତାନ ବିରୋଧରେ ଆକ୍ରମଣ ଆରମ୍ଭ କରିଥିଲା । ଯାହାକୁ ନେଇ ଏବେ ସାରା ପାକିସ୍ତାନରେ ହାହାକାର ସ୍ଥିତି ଆରମ୍ଭ ହୋଇଛି । ୬ ତାରିଖ ରାତିରେ ଭାରତୀୟ ସେନା ପାକିସ୍ତାନ ଓ ଏଲଓସିର ୯ଟି ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ କରି ଆତଙ୍କୀ ଆଡ୍ଡା ଧ୍ୱଂସ କରିଦେଇଥିଲା । ଏଥିରେ ୧୦୦ ଆତଙ୍କବାଦୀ ନିପାତ ହୋଇଥିବା ଖବର ସାମ୍ନାକୁ ଆସିଥିଲା । ଏହାପରେ ଏଲଓସିରେ ପାକିସ୍ତାନ ଗୁଳି ବର୍ଷା ଆରମ୍ଭ କରିଥିଲା । ବର୍ତ୍ତମାନ ଭାରତ ସିନ୍ଦୂର ୨.୦ ଆରମ୍ଭ କରିଛି । ସେପଟେ ପାକିସ୍ତାନର କିଛି ସ୍ଥାନରେ ଡ୍ରୋନ ଆଟାକ ସହ ବିସ୍ଫୋରଣର ଖବର ବି ଆସୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...