The Ultimate Managed Hosting Platform
ADVERTISEMENT

କାମାକ୍ଷାନଗରରେ ବାଘ ଆତଙ୍କ

Facebook
Twitter
LinkedIn

କାମାକ୍ଷାନଗର : କାମାକ୍ଷାନଗରରେ ପୁଣି ବାଘ ଆତଙ୍କ । ଏକ ଗାଇକୁ ମାରି ଖାଇଲା ବାଘ । ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ କାଦବସନ୍ତ ଗାଁରେ ବାଘ ଆତଙ୍କ । ଏକ ଗାଇକୁ ଜଙ୍ଗଲ ଭିତରକୁ ଘୋଷାଡି ନେଇ ମାରିଦେଲା । ଘଟଣାସ୍ଥଳରେ ବାଘକୁ ଠାବ ପାଇଁ ବନ ବିଭାଗର ଉଦ୍ୟମ । ତେବେ ଜଙ୍ଗଲକୁ ନ ଯିବା ଓ ଗାଇଗୋରୁ, ଛେଳିମେଣ୍ଢାଙ୍କୁ ନ ଛାଡିବା ପାଇଁ ସ୍ଥାନୀୟ ଲୋକଙ୍କୁ ବନ ବିଭାଗର ପରାମର୍ଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

ADVERTISEMENT
ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

Login