The Ultimate Managed Hosting Platform
ADVERTISEMENT

କାରକୁ ପିଟିଲା ଟ୍ରକ, ୨ ପୋଲିସ ଇନସ୍ପେକ୍ଟରଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : କାରକୁ ପିଟିଲା ଟ୍ରକ ,ଘଟଣାରେ ଦୁଇ ପୋଲିସ ଇନ୍ସପେକ୍ଟରଙ୍କ ମୃତ୍ୟୁ । ଏପରି ଏକ ଅଭାବନୀୟ ଘଟଣାଟି ଘଟିଛି ଗତକାଲି ବିଳମ୍ବିତ ରାତିରେ । ମୃତକ ଦ୍ୱୟ ହେଲେ ଇନ୍ସପେକ୍ଟର ଦିନେଶ ବେନିୱାଲ ଓ ଇନ୍ସପେକ୍ଟର ରଣବୀର । ଉଭୟ ଦିଲ୍ଲୀ ପୁଲିସରେ କାମ କରୁଥିବା ଜଣାଯାଇଛି । ଗାଡ଼ିଟି ସୋନିପଥର କୁଣ୍ଡଳୀ ବର୍ଡର ଦେଇ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପୋଲିସ ଗାଡିଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଏଥିସହ ଘଟଣା ସ୍ଥଳରେ ଦୁଇ ପୋଲିସ ଇନସପେକ୍ଟରଙ୍କରଙ୍କ ମୃତ୍ୟୁ ଘଟିଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login