The Ultimate Managed Hosting Platform
ADVERTISEMENT

କାର୍ଯ୍ୟରେ ଯୋଗ ଦେବାକୁ ଅମଲାଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ ଅପିଲ

Facebook
Twitter
LinkedIn

ଭୁବନେଶ୍ୱର : ଅମଲାଙ୍କୁ କାମରେ ଯୋଗ ଦେବା ପାଇଁ ନିବେଦନ କଲେ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ଅମଲା କାମରେ ଯୋଗଦେବା ଆରମ୍ଭ କରିଛନ୍ତି । ଅମଲାଙ୍କ ପକ୍ଷରୁ ମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇଛି । ସେମାନଙ୍କ ଦାବି କେମିତି ପୂରଣ ହେବ ସେନେଇ ବିଚାର ଚାଲିଛି । ତାଙ୍କ ଦାବିକୁ ନେଇ ପରୀକ୍ଷା ନିରୀକ୍ଷା କରାଯାଇଛି । ତେଣୁ ତୁରନ୍ତ କାମରେ ଯୋଗଦେବା ପାଇଁ ମନ୍ତ୍ରୀ ଅପିଲ କରିଛନ୍ତି । ୧୦ ଦଫା ଦାବି ନେଇ ୧୫ ଦିନ ହେବ ସାରା ରାଜ୍ୟରେ ଅମଲାଙ୍କ ପକ୍ଷରୁ ଆନ୍ଦୋଳନ ଜାରି କରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login