The Ultimate Managed Hosting Platform
ADVERTISEMENT

କାର-ଅଟୋ ଧକ୍କା ; ୩ ଗୁରୁତର

Facebook
Twitter
LinkedIn

ଲମତାପୁଟ /ସାଲେପୁର : କାର ସହ ଅଟୋ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ମାଛକୁଣ୍ଡ ଥାନା ମାଲେଗାଁ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି ।
ଅନ୍ୟପଟେ ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପଶିଗଲା କାର । ମାହାଙ୍ଗା ଜଳସରପୁର ଛକ ନିକଟ ପଟ୍ଟାମୁଣ୍ଡାଇ କେନାଲରେ ପଶିଗଲା । ମାଆପୁଅ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login