ଭଦ୍ରକ : କାର ଓ ଅଟୋ ଦୁର୍ଘଟଣାଗ୍ରସ୍ତ । ଚାନ୍ଦବାଲି ରାଜ୍ୟ ରାଜପଥର କମାରିଆ ଛକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା ଘଟିଛି । ଫଳରେ ୧୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ତିହିଡି ଓ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ସେମାନଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭଦ୍ରକ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୀରହାଟ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।
Views: 33