The Ultimate Managed Hosting Platform
ADVERTISEMENT

କାର-ବାଇକ ଧକ୍କା, ୩ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ବାଇକକୁ ଧକ୍କା ଦେଲା କାର । ଦୁର୍ଘଟଣାରେ ୩ ଜଣଙ୍କର ଚାଲିଗଲା ଜୀବନ । ବଡଗଡ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ଦୁର୍ଘଟଣା । ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା କାର୍ । ବାଇକରେ ଥିବା ୩ ଯୁବକ ମୃତ, ପରିଚୟ ମିଳିନି ।ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ମିଳିଥିବା ଖବର ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ତିନି ଜଣ ଯୁବକ ଏକ ବାକରେ ଯାଉଥିଲେ । ହେଲେ ପୁରୀ ବାଇପାସ ସାଇମନ୍ଦିର ନିକଟରେ ବାଇକକୁ ଧକ୍କା ଦେଇଥିଲା କାର୍ । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login