The Ultimate Managed Hosting Platform
ADVERTISEMENT

କାଲିଠୁ ଖଣ୍ଡଗିରି କୁମ୍ଭ ମେଳା

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା । ନାମ, ଧ୍ବନି, ସଂର୍କୀତ୍ତନରେ କୋଳାହଳ ହେବ ଖଣ୍ଡଗିରି ଗୁମ୍ଫା । ବାବାଙ୍କ ଆଖଡାରୁ ଦେବସଭା ସବୁଠି ଚଳଚଞ୍ଚଳ । ରାଜ୍ୟ ତଥା ରାଜ୍ୟ ବାହରର ସାଧୁସନ୍ଥ ଏବେ ଭୁବନେଶ୍ବରରେ ଡେରା ପକାଇଲେଣି । ପାହଡର ପାଦ ଦେଶରୁ ଉପର ଯାଏଁ ପରିମଳ, ସଫେଇ, ସୌନ୍ଦଯ୍ୟକରଣ, ସ୍ବଚ୍ଛତା ଉପରେ ଫୋକସ କରିଛି ବିଏମସି । ଆଲୋକୀକରଣ ସାଙ୍ଗକୁ ସୌନ୍ଦଯ୍ୟକରଣ ନେଇ ରୋଡ ମ୍ୟାପ ପ୍ରସ୍ତୁତ ହୋଇଛି ।ଉତ୍କଳ ପଞ୍ଚଶାଖା ଭାଗବତ ଆଖଡା ପକ୍ଷରୁ ୯ ଦିନ ଧରି ହେବାକୁ ଥିବା ମେଳାରେ ଏକ ହଜାରରୁ ଅଧିକ ସାଧୁସନ୍ଥ ଯୋଗ ଦେଇ ଆଧ୍ୟାତ୍ମିକ ଦିଗଦର୍ଶନ, ଐତିହ, ସଂସ୍କୃତି ଓ ପରମ୍ପରାର ଉପରେ ଜନ ସଚେତନା ସୃଷ୍ଟି କରିବେ। ବେଦପାଠ ସହିତ ଜାଗମରା ଠାରୁ ଖଣ୍ଡଗିରି ପଯ୍ୟନ୍ତ ସଂର୍କୀତନ ଓ କଳସ ଶୋଭାଯାତ୍ରା କରାଯିବ। ପ୍ରତିଦିନ ସନ୍ଧ୍ୟା ଧର୍ମ ଆଲୋଚନା, ପ୍ରବଚକ, ବିଶିଷ୍ଟ ଗବେଷକଙ୍କ ଦ୍ବାରା ପ୍ରବଚନ ଅନୁଷ୍ଠିତ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login