The Ultimate Managed Hosting Platform
ADVERTISEMENT

କାଲିଠୁ ଫେରିବ ତାତି !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଫେରିବ ତାତି । କାଲିଠୁ ପରବର୍ତୀ ୪ ଦିନ ଯାଏଁ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢିବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୪ ଘଂଟା ଯାଏଁ ପାଗରେ ପରିବର୍ତନ ହେବାର ନାହିଁ । କିନ୍ତୁ ଏହାପରେ ଅର୍ଥାତ୍ ଆସନ୍ତାକାଲି ଠାରୁ ପରବର୍ତୀ ୪ରୁ ଦିନ ଯାଏଁ ଦିନର ତାପମାତ୍ରା ପ୍ରାୟ ୬ରୁ ୮ ଡିଗ୍ରୀ ଯାଏଁ ବଢିବାର ସମ୍ଭାବନା ରହିଛି । ୧୭ ଓ ୧୮ ତାରିଖ ବେଳକୁ ତାତି ପିକ୍ରେ ପହଂଚିବ ବୋଲି ଅନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login