The Ultimate Managed Hosting Platform
ADVERTISEMENT

କାଲିଠୁ ବଦଳିବ ପାଗ , ବଢିବ ତାତି

Facebook
Twitter
LinkedIn

ଭୁବନେଶ୍ୱର : ଆଜି ରାତିରେ ଉପକୂଳ ଓଡିଶା ସମେତ ୯ ଜିଲ୍ଲାରେ ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ , ଦେବଗଡ , ଅନୁଗୁଳରେ ବର୍ଷା ସମ୍ଭାବନା । ଢେଙ୍କାନାଳ , ରାୟଗଡା , ମାଲକାନଗିରି , ନବରଙ୍ଗପୁରରେ ବର୍ଷା ସମ୍ଭାବନା । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ ତାତି ବଢିବ । ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡିରେ ସର୍ବାଧିକ ବର୍ଷା ରେକର୍ଡ । ଆଜି ଦିନ ସାଢେ ୧୧ ସୁଦ୍ଧା ଭୁବନେଶ୍ୱରରେ ୧୧ ମିମି ବର୍ଷା ରେକର୍ଡ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login