The Ultimate Managed Hosting Platform
ADVERTISEMENT

କାଲିଠୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଆଜି ବସିବ ସର୍ବଦୈଳୀୟ ବୈଠକ। ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧୀ । ଗୃହ କାର୍ୟ୍ୟ ସୁରୁଖୁରରେ ଚଳାଇବା ପାଇଁ ସହଯୋଗ ଲୋଡିବେ ବାଚସ୍ପତି । ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସି ବିଧାନସଭାରେ ଉଦବୋଧନ ଦେବେ ମହାମହିମ । ଅପରାହ୍ନରେ ଉଦବୋଧନ ଦେବେ ରାଷ୍ଟ୍ରପତି । ପ୍ରଥମଥର ପାଇଁ ଓଡିଶା ବିଧାନସଭା ଇତିହାସରେ ଗୃହକୁ ଉଦବୋଧନ କରିବେ ରାଷ୍ଟ୍ରପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login