The Ultimate Managed Hosting Platform
ADVERTISEMENT

କାଲିଠୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଆଜି ବସିବ ସର୍ବଦୈଳୀୟ ବୈଠକ। ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧୀ । ଗୃହ କାର୍ୟ୍ୟ ସୁରୁଖୁରରେ ଚଳାଇବା ପାଇଁ ସହଯୋଗ ଲୋଡିବେ ବାଚସ୍ପତି । ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସି ବିଧାନସଭାରେ ଉଦବୋଧନ ଦେବେ ମହାମହିମ । ଅପରାହ୍ନରେ ଉଦବୋଧନ ଦେବେ ରାଷ୍ଟ୍ରପତି । ପ୍ରଥମଥର ପାଇଁ ଓଡିଶା ବିଧାନସଭା ଇତିହାସରେ ଗୃହକୁ ଉଦବୋଧନ କରିବେ ରାଷ୍ଟ୍ରପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login