ଭୁବନେଶ୍ୱର ; କାଲିଠୁ ଯୁକ୍ତ ୨ ଖାତା ଦେଖା । ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ । ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ କହିଲେ । ଏକ ସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ । ୩ ଲକ୍ଷ ୯୩ ହଜାର ୯୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ ।
Views: 75