The Ultimate Managed Hosting Platform
ADVERTISEMENT

କାଲିଠୁ ସପ୍ତାହେ ଭିଜିବ ଓଡିଶା

Facebook
Twitter
LinkedIn

ଭୁବନେଶ୍ୱର : ଏଥର ରଜରେ ଭିଜିବ ଓଡିଶା । କାଲିଠୁ ସପ୍ତାହେ ବର୍ଷିବ । ପୁଣି ମୌସୁମୀ ସ୍ରକିୟ ହେବାନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । କିଛିଦିନ ଖରା ଗରମ ତାତିରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ ଏବେ ତ୍ରାହି ମିଳିବ । ରାଜ୍ୟର ବିଭିନ୍ନ ଜିଲ୍ଲା ମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଥିବା ବେଳେ ଆଗାମୀ ୨୪ ଘଣ୍ଟା ଯାଏଁ କିନ୍ତୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ଗୁଳୁଗୁଳି ରହିବ । ହେଲେ ୨୪ ଘଣ୍ଟା ପରେ ଗୁଳୁଗୁଳିରୁ ମିଳିବ ମୁକ୍ତି । ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଓ ଯାଜପୁର, କେନ୍ଦ୍ରାପଡା, ଜଗତ୍ସିଂହପୁର, ଖୋର୍ଦ୍ଧା ସହିତ ଅନ୍ୟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login