The Ultimate Managed Hosting Platform
ADVERTISEMENT

କାଲିଠୁ ୨୫ ଯାଏଁ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି । ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ହେବ । କାଲି ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ୧୨ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ତା ପରେ ଦିଗ ବଦଳାଇ ଉତ୍ତର-ପଶ୍ଚିମ ପୂର୍ବକୁ ଗତି କରିବା ସମ୍ଭାବନା । ପରବର୍ତ୍ତୀ ୩ ଦିନରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ମୁହାଁ ହେବ । ପ୍ରଭାବରେ କାଲିଠୁ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ବର୍ଷା । ୨୪ରୁ ଉତ୍ତର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା । ୨୬ ତାରିଖ ପର୍ଯ୍ୟନ୍ତ ପ୍ରଭାବ ରହିବା ନେଇ ପାଣିପାଗ କେନ୍ଦ୍ରର ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login