ଭୁବନେଶ୍ୱର : ଆସନ୍ତାକାଲି ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି । ଦିବଙ୍ଗତ ସଦସ୍ୟଙ୍କ ଉଦେ୍ଦଶ୍ୟରେ ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ ସମର୍ଥନ କରିଛନ୍ତି। ଏଥିସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ମା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଏହା ସହିତ ବାଚସ୍ପତି ସୁରମା ପାଢ଼ୀ ବିଧାନସଭାର ଗୃହ କାର୍ୟ୍ୟ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।
Views: 35