ଭୁବନେଶ୍ୱର : ବିବାଦୀୟ ବୈକୁଣ୍ଠ ଧାମରେ ଚାଲିବ ବୁଲଡୋଜର । ମାଟିରେ ମିଶିବ ଆଶ୍ରମ । କାଲି ସରିଥିଲା ମାପଚୁପ । ଆତ୍ମଘୋଷିତ ବାବା କାଷୀ ବୈକୁଣ୍ଠଧାମ ଆସ୍ରମ ସରକାରୀ ଜମିରେ ନିର୍ମାଣ ହୋଇଥିବା ଜମିରେ ନିର୍ମାଣ ହୋଇଥିବା ଜାଣିବାକୁ ପାଇଛି ସାଧାରଣ ପ୍ରଶାସନ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦେଶପରେ ଆଶ୍ରମ ଓ ଏହାର ଚାରିପାଖରେ ହୋଇଥିଲା ମାପଚୁପ । ଜିଏ, ବିଡିଏ ଓ ତହସିଲଦାର ଅଧିକାରୀ ମାନେ କରିଥିଲେ ମାପଚୁପ । ୮ କୋଟି ଟଙ୍କା ମୂଲ୍ୟରେ ଜମିରେ ଗଢାଯାଇଥିଲା ବେଆଇନ ମଣ୍ଡପ କୋଠା ଆଉ ରୋଷଶାଳା ।
ସେପଟେ ଆଶ୍ରମରେ ଚାଲିଥିଲା ପଲଙ୍କ ସେବା । ବୈକୁଣ୍ଠ ଧାମ ଆଶ୍ରମର ଆଉ ଏକ ଘର ଠାବ ହୋଇଛି । ଏହି ଘରେ ବିଦେଶୀ ଭକ୍ତ ରହୁଥିବା ଖବର ମିଳିଛି । ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଆଶ୍ରମ ଭିତରକୁ ପ୍ରବେଶ ମନା ଥିଲା । କିନ୍ତୁ ବାହାରୁ ଆସୁଥିବା ଭକ୍ତଙ୍କ ପାଇଁ ଏହି ଘରେ କରାଯାଇଥିଲା ସ୍ୱତନ୍ତ୍ର ବ୍ୟବସ୍ଥା । ବିବାଦ ତେଜିବା ପରେ ଭଗବାନ କୁଆଡେ ଗାୟବ ହୋଇ ଯାଇଛନ୍ତି । ତେବେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।
କାଲି ସରିଲା ମାପଚୁପ , ଆଜି ଚାଲିପାରେ ବିବାଦୀୟ ବୈକୁଣ୍ଠ ଧାମରେ ବୁଲଡୋଜର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











