The Ultimate Managed Hosting Platform
ADVERTISEMENT

କାଲି ୩ଟା ପର୍ଯ୍ୟନ୍ତ ୟୁଜି ନାମଲେଖା

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଥମ ରାଉଣ୍ଡ ୟୁଜି ୨୦୨୫ -୨୬ ନାମଲେଖା ଅବଧି ବଢିଲା । ଜୁନ ୨୧ ତାରିଖ ଅପରାହ୍ମ ୩ଟା ପର୍ଯ୍ୟନ୍ତ ବଢିଲା । ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟରେ ଭିତରେ କରିପାରିବେ । ଯଦି କଲେଜରେ ରିପୋର୍ଟ କରିପାରି ନାହାନ୍ତି କରିପାରିବେ । ଏଥିପାଇଁ Freeze/Slide/Float ଅପ୍ସନ ମଧ୍ୟ ଆପଣାଇ ପାରିବେ । ପ୍ରଥମ ରାଉଣ୍ଡରେ ମନୋନୀତ ଛାତ୍ରଛାତ୍ରୀ ଏହା କରିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login