The Ultimate Managed Hosting Platform
ADVERTISEMENT

କୁଆପଥର ମାଡରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଟେକଅପର କରିବାର ୧୦ ମିନିଟ ପରେ ଜରୁରୀ ଅବତରଣ କରିଛି ଭିସ୍ତାରା ବିମାନ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଭିସ୍ତାରା ଏୟାରଲାଇନ୍ସ କର୍ତ୍ତୃପକ୍ଷ ଅନ୍ୟ ଏକ ବିମାନରେ ସମସ୍ତ ଯାତ୍ରୀଙ୍କୁ ନୂଆଦିଲ୍ଲୀ ଅଭିମୁଖେ ପଠାଇବାକୁ ବ୍ୟବସ୍ଥା କରୁଛନ୍ତି। ଆଜି ଅପରାହ୍ନରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ଭିସ୍ତାରା ବିମାନ। ଏହି ବିମାନରେ ପ୍ରାୟ ୧୭୦ ଜଣ ଯାତ୍ରୀ ଥିଲେ। ବିମାନ ଟେକଅପ୍ କରିବାର ୧୦ ମିନିଟ୍ ପରେ ମଝି ଆକାଶରେ ତାଣ୍ଡବ ରଚିଥିଲା କାଳବୈଶାଖୀ। ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିଲା। ଯେଉଁଥିପାଇଁ ବିମାନର ୱିଣ୍ଡସିଲ୍ ଭାଙ୍ଗି ଯାଇଥିଲା। କୁଆପଥର ମାଡ଼ରେ ବିମାନର ଆଗ ପାର୍ଶ୍ୱରେ ଅନେକ ସ୍ଥାନରେ ଚେପା ହୋଇଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login