The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କୁଏତରେ ମୋଦିଙ୍କ ଜୟ ଜଗନ୍ନାଥ , ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନରେ ଓଡିଆ କହଲେ ମୋଦି

Facebook
Twitter
LinkedIn

ନୂଆଦିଲ୍ଲୀ : କୁଏତରେ ମୋଦିଙ୍କ ଜୟ ଜଗନ୍ନାଥ ।ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନରେ ଓଡିଆ କହଲେ ମୋଦି । ଓଡିଆ ଯୁବକଙ୍କ ସହ ଓଡିଶାକୁ ନେଇ ରହିଥିବା ଭଜନ ଉପରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ । ଦୁଇ ଦିନିଆ କୁଏତ ଗସ୍ତରେ ପ୍ରବାସୀ ଭାରତୀୟ ମାନଙ୍କୁ ଭେଟିଥିଲେ ପ୍ରଧାନମନ୍ତ୍ରୀ । ଏହି ସମୟରେ ଓଡିଆ ୁଯବକ ନିଜ ପରିଚୟ ଦେବା ସମୟରେ ପ୍ରତିଉତ୍ତରରରେ ମୋଦି ଜୟ ଜଗନ୍ନାଥ ବୋଲି କହିଥିଲେ । ଯୁବକ ଜଣକ ମଧ୍ୟ ଓଡ଼ିଶାକୁ ଅନ୍ୟ ରାଜ୍ୟ ତୁଳନାରେ କେନ୍ଦ୍ର ସରକାର ଅଧିକ ପ୍ରାଧାନ୍ୟ ଦେଉଥିବା କହିଥିଲେ । ଏଥି ସହିତ ଜାନୁଆରୀରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ମଧ୍ୟ ଯୁବକ ଜଣକ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ । ସଂସଦରେ ମନ୍ତ୍ରୀ ରଖିଥିବା ତଥ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନାଁ ନାହିଁ...

ADVERTISEMENT