The Ultimate Managed Hosting Platform
ADVERTISEMENT

କୁକୁର କାମୁଡାରେ ୧୮ ଜଣ ଆହତ, ଡାକ୍ତରଖାନାରେ ଭର୍ତ୍ତି

Facebook
Twitter
LinkedIn

ସୁବର୍ଣ୍ଣପୁର : ପାଗଳା କୁକୁର କାମୁଡାରେ ୧୮ ଆହତ । ସୁବର୍ଣ୍ଣପୁର ଜିଲ୍ଲା ସଦର ମହାକୁମାର ବିଭିନ୍ନ ପଡାରେ ପାଗଳ କୁକୁର ଆତଙ୍କ । ଆହତମାନଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କୁକୁର ଭୟରେ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଛୋଟ ପିଲାଙ୍କୁ ସ୍କୁଲ ଛାଡିବାକୁ ଭୟ କରୁଛନ୍ତି । କୁକୁରକୁ ଧରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login