The Ultimate Managed Hosting Platform
ADVERTISEMENT

କୁମକୀ ହାତୀ “ଭବାନୀ”ର ମୃତ୍ୟୁ

Facebook
Twitter
LinkedIn

ବାରିପଦା : ଶିମିଳିପାଳରେ କୁମକୀ ହାତୀ ଭବାନୀର ମୃତ୍ୟୁ । ବୟସାଧିକ କାରଣରୁ ହାତୀର ମୃତ୍ୟୁ ହୋଇଥିବା ସୂଚନା । ୭ ଫୁଟ ଉଚ୍ଚର ୮୦ ବର୍ଷୀୟ ହାତୀ ଭବାନୀର ମୃତ୍ୟୁ । ୨୦୦୧ରେ କର୍ଣ୍ଣାଟକରୁ ଓଡିଶାରେ ଭବାନୀ । ଗତ କିଛି ମାସ ପୂର୍ବରୁ ଶୋଭାର ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁାରୀ ୧୨ ତାରିଖରେ ମହିନ୍ଦ୍ରାର ମୃତ୍ୟୁ ହୋଇଥିଲା । ତେବେ ଆଜି ଭବାନୀର ମୃତ୍ୟୁ ସମ୍ପର୍କରେ ଖବର ପାଇ ପରିବେଶବିତ ମାନେ ଉଦବେଗ ପ୍ରକାଶ କରିଛନ୍ତି । ସେହିପରି ଗତ ୨ ଦିନ ତଳେ ସୁନ୍ଦରଗଡ ଉଜ୍ୱଳପୁର ଫରେଷ୍ଟ ରେଞ୍ଜ କରୁଆ ବାହାଲ ଜଙ୍ଗଲରେ ହାତୀକୁ ବୋମାମାଡ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login